ଲୂକଲିଖିତ ସୁସମାଚାର 11:37 · ଓଡ଼ିଆ ବାଇବେଲ
ଯୀଶୁ ତାହାଙ୍କ କଥା ଶଷେ କଲାବଳକେୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗ ରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡିଲେ।
Cross references
ଲୂକଲିଖିତ ସୁସମାଚାର 7:36
ଫାରୁଶୀମାନଙ୍କ ମଧ୍ଯରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସହେି ଫାରୁଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।
ଲୂକଲିଖିତ ସୁସମାଚାର 14:1
ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19
ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।