Home Bibles ଲୂକଲିଖିତ ସୁସମାଚାର 11:44 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 11:44 · ଓଡ଼ିଆ ବାଇବେଲ

ହାୟ, କାରଣ ତୁମ୍ଭମାନେେ ଲୁଚି ରହିଥିବା ସହେି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣା ରେ ଚାଲିଯାଆନ୍ତି।

Cross references

ଗଣନା ପୁସ୍ତକ 19:16

ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।

ଗୀତସଂହିତା 5:9

ସହେି ଲୋକମାନେ କବେେ ସତ୍ଯ କଥା କହନ୍ତି ନାହିଁ। ସମାନେେ ସବୁ ମିଥ୍ଯାବାଦୀ, ସତ୍ଯକୁ ଗୋପନ ରଖନ୍ତି। ସମାନଙ୍କେର ପାଟି ଏକ କବର ସ୍ବରୂପ। ସମାନେେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି ଓ ସମାନଙ୍କେ ଉଦ୍ଦେଶ୍ଯ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା।

ଯିହିଜିକଲ 39:15

ପୁଣି ସହେି ଗମନକାରୀମାନେ ଦେଶ ମଧିଅରେ ଗଲା ବେଳେ କୌଣସି ସ୍ଥାନ ରେ ଅସ୍ଥି ଦେଖିଲେ, ସଠାେ ରେ ସମାନେେ ଏକ ଚିହ୍ନ ରଖିବେ। ତା'ପ ରେ କବର ଦବୋ ଲୋକମାନେ ହାମାନେ-ଗୋଗ ଉପତ୍ୟକା ରେ ତାକୁ କବର ଦବେେ।

ହୋଶେୟ 9:8

ଭବିଷ୍ଯଦ୍ବକ୍ତା ଇଫ୍ରଯିମ, ମାରେପରମେଶ୍ବରଙ୍କ ଲୋକ ଉପ ରେ ଜଗୁଆଳି ଅଟେ। କିନ୍ତୁ ପଥ ମଧିଅରେ ଅନକେ ଫାଶ ଅଛି ଏବଂ ଲୋକମାନେ ଭବିଷ୍ଯତ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ବରଙ୍କ ଘ ରେ ମଧ୍ଯ ଶତୃତା ରହିଛି।

ମାଥିଉଲିଖିତ ସୁସମାଚାର 23:27

ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:3

ପାଉଲ ହନାନିୟଙ୍କୁ କହିଲେ, ପରମେଶ୍ବର ତୁମ୍ଭକୁ ମଧ୍ଯ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ଯବସ୍ଥା ଅନୁଯାଯୀ ମାରେନ୍ଯାୟ କରିବା ପାଇଁ ବସିଛି, କିନ୍ତୁ ବ୍ଯବସ୍ଥା ବିରୁଦ୍ଧ ରେ ମାେତେ ଆଘାତ ଦବୋପାଇଁ ଆଦେଶ ଦେଉଛ। ଏହା ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ।

Interlinear

Choose Theme