ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେଲେ, 'ତୁମ୍ଭେ ଚାଲିଯାଅ। ମାେତେ ହଇରାଣ କରନାହିଁ। ଦୁଆର ବନ୍ଦ ହାଇଗେଲାଣି। ମୁଁ ଓ ମାେ ପିଲାମାନେ ଶାଇେବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦବୋକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।'
Cross references
ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଚାହୁଁ ନାହିଁ। ମୁଁ ମାରେ ପାଦ ଧୌତ କରିଅଛି, ମୁଁ ସଗେୁଡ଼ିକୁ ମଇଳା କରିବା ପାଇଁ ଚାହୁଁ ନାହିଁ।
ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
ତେଣୁ ଯୀଶୁ ସମାନଙ୍କେ ସହିତ ୟିବାପାଇଁ ବାହାରି ପଡିଲେ। ଯୀଶୁ ଶତ ସନୋପତି ଘର ପାଖାପାଖି ଆସି ପହଞ୍ଚି ଯାଇଥବା ସମୟରେ ଶତ ସନୋପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମାେ ଘରକୁ ଆସିବେ।
ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'
ଅତଏବ ମାେତେ ଅଧିକ କଷ୍ଟ ଦିଅ ନାହିଁ। ମାେ ଶରୀର ରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।