Home Bibles ଲୂକଲିଖିତ ସୁସମାଚାର 12:21 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:21 · ଓଡ଼ିଆ ବାଇବେଲ

ଯେଉଁଲୋକ କବଳେ ନିଜ ପାଇଁ ଅନକେ ପଦାର୍ଥ ସାଇତି କରି ରେଖ, ତା ହେ ପ୍ରତି ଏହିଭଳି ଘଟିବ। ପରମେଶ୍ବରଙ୍କ ଦୃଷ୍ଟି ରେ ସହେିଲୋକ ଆଦୌ ଧନୀ ନୁହେଁ।'

Cross references

ହୋଶେୟ 10:1

ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।

ହବକକୂକ 2:9

ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।

ମାଥିଉଲିଖିତ ସୁସମାଚାର 6:19

ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

ଲୂକଲିଖିତ ସୁସମାଚାର 6:24

କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭମାନେେ ଆରାମଦାୟକ ଜୀବନ କଟାଇ ଆସିଛ।

ଲୂକଲିଖିତ ସୁସମାଚାର 12:33

ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।

ଲୂକଲିଖିତ ସୁସମାଚାର 16:11

ତୁମ୍ଭମାନେେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ବାସ ଯୋଗ୍ଯ ବୋଲି ପ୍ରମାଣିତ ହାଇେ ପାରିବନାହିଁ, ତବେେ ତୁମ୍ଭମାନଙ୍କୁ ସତ୍ଯ ସମ୍ପତ୍ତି ପାଇଁ କିଏ ବିଶ୍ବାସ କରିବ?

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:10

ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:18

ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।

ଯାକୁବଙ୍କ ପତ୍ 2:5

ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

ଯାକୁବଙ୍କ ପତ୍ 5:1

ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:9

ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରୀବ। କିନ୍ତୁ ପ୍ରକୃତ ରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧ ରେ ଅପବାଦ ମୁଁ ଶୁଣିଛି। ସହେି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସମାନେେ ପ୍ରକୃତ ଯିହୂଦୀ ନୁହଁନ୍ତି। ସମାନେେ ଶୟତାନର ଦଳର ଲୋକ।

Interlinear

Choose Theme