Home Bibles ଲୂକଲିଖିତ ସୁସମାଚାର 12:22 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:22 · ଓଡ଼ିଆ ବାଇବେଲ

ଯୀଶୁ ପୁଣି ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ'ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କରନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କରନାହିଁ।

Cross references

ମାଥିଉଲିଖିତ ସୁସମାଚାର 6:25

ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟ ରେ ଚିନ୍ତ କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ବପୂର୍ଣ୍ଣ।

ଲୂକଲିଖିତ ସୁସମାଚାର 12:29

ତେଣୁ ତୁମ୍ଭମାନେେ କ'ଣ ଖାଇବ, କ'ଣ ପିଇବ ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ। ଆଦୌ ବ୍ଯସ୍ତ ହୁଅନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:32

ତୁମ୍ଭମାନେେ ଯେପରି ଚିନ୍ତା ନ କର ଏହା ମାରଇେଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମ ରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:6

କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।

ଏବ୍ରୀ 13:5

ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

Interlinear

Choose Theme