Home Bibles ☰ Books ଲୂକଲିଖିତ ସୁସମାଚାର 12:3 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:3 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଅନ୍ଧକାର ରେ କହୁଥିବା କଥା ଆଲୁଅ ରେ କହି ଦିଆୟିବ। ଗୋଟିଏ ଏକାନ୍ତ କଠାେରୀ ଭିତ ରେ ଚୁପ୍ କରି କାହା କାନ ରେ ତୁମ୍ଭମାନେେ କିଛି କହିଲେ ମଧ୍ଯ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆୟିବ।

Cross references

ଆୟୁବ ପୁସ୍ତକ 24:14

ହତ୍ଯାକାରୀ ସକାଳୁ ଉଠି ଗରିବ ଅସହାୟ ଲୋକକୁ ହତ୍ଯା କରେ ଏବଂ ରାତି ରେ ସେ ଚୋର ପାଲଟିୟାଏ।

ଉପଦେଶକ 10:12

ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।

ଉପଦେଶକ 10:20

ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।

ମାଥିଉଲିଖିତ ସୁସମାଚାର 10:27

ମୁଁ ଗୋପନ ରେ ତୁମ୍ଭକୁ ଯାହା ସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ଯ ଦିବା ଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।

ମାଥିଉଲିଖିତ ସୁସମାଚାର 12:36

କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।

ଯିହୂଦାଙ୍କ ପତ୍ର 1:14

ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।

Interlinear

Choose Theme