Home Bibles ☰ Books ଲୂକଲିଖିତ ସୁସମାଚାର 12:34 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:34 · ଓଡ଼ିଆ ବାଇବେଲ

ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠା ରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ଯ ସହେିଠା ରେ ରହିବ।

Cross references

ମାଥିଉଲିଖିତ ସୁସମାଚାର 6:21

କାରଣ ଯେଉଁଠା ରେ ତୁମ୍ଭର ଧନ, ସଠାେରେ ତୁମ୍ଭର ମନ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:20

କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।

କଲସୀୟଙ୍କ ପ୍ରତି ପତ୍ର 3:1

ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।

Interlinear

Choose Theme