Home Bibles ☰ Books ଲୂକଲିଖିତ ସୁସମାଚାର 12:39 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:39 · ଓଡ଼ିଆ ବାଇବେଲ

ମନରେଖ, ଯଦି ଘରର ମାଲିକ ଆଗରୁ ଜାଣିପାରନ୍ତି ଯେ, ଚୋର କେତବେେଳେ ଆସିବ, ତବେେ ସେ ଚୋରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।

Cross references

ମାଥିଉଲିଖିତ ସୁସମାଚାର 6:19

ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

ମାଥିଉଲିଖିତ ସୁସମାଚାର 24:43

ମନରେଖ, ଯଦି ଘରମାଲିକ ଜାଣିଥାଆନ୍ତା ଯେ ଚେ଼ାର କେତବେେଳେ ଆସିବ, ତବେେ ସେ ସତର୍କ ରହନ୍ତେ ଓ ଚେ଼ାରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:2

କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।

ପିତରଙ୍କ ଦିତୀୟ ପତ୍ର 3:10

କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:3

ତେଣୁ ପ୍ରଥମ ରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସଗେୁଡ଼ିକର ବାଧ୍ଯ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭରପରେି ତୁମ୍ଭ ପାଖକୁ ଆସିବି ଓ କେତବେେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରି ଦବେି, ତାହା ତୁମ୍ଭେ ଜାଣିପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15

ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।

Interlinear

Choose Theme