Home Bibles ଲୂକଲିଖିତ ସୁସମାଚାର 12:49 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:49 · ଓଡ଼ିଆ ବାଇବେଲ

ଯୀଶୁ କହି ଚାଲିଲେ, ମୁଁ ଏ ପୃଥିବୀ ରେ ନିଆଁ ଜଳଇବୋକୁ ଆସିଛି। ମୁଁ ଚାହୁଁଛି ଏହା ଆଗରୁ ଜଳୁଥାନ୍ତା।

Cross references

ଯିଶାଇୟ 11:4

ସେ ସାଧୁ ଓ ନିରପେକ୍ଷ ରହିବେ, ଯେତବେେଳେ ଗରୀବ ଏବଂ ଅସହାୟ ଲୋକଙ୍କର ବିଚାର କରୁଥିବେ। ସେ ଯେତବେେଳେ ଲୋକଙ୍କୁ ଦଣ୍ଡ ଦବୋକୁ ସ୍ଥିର କରିବ, ସେତବେେଳେ ସମାନେେ ଦଣ୍ଡିତ ହବେେ।

ଯୋୟେଲ 2:30

ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।

ମଲାଖୀ 3:2

ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

ମଲାଖୀ 4:1

ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।

ମାଥିଉଲିଖିତ ସୁସମାଚାର 3:10

ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

ଲୂକଲିଖିତ ସୁସମାଚାର 11:53

ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 12:51

ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଶାନ୍ତି ଦବୋ ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦବୋକୁ ଆସିଛି।

ଲୂକଲିଖିତ ସୁସମାଚାର 13:31

ସହେି ସମୟରେ କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ କହିଲେ, ଏଠାରୁ ଚାଲିଯାଇ ଲୁଚିଯାଆନ୍ତୁ। ହରେୋଦ ଆପଣଙ୍କୁ ମାରିଦବୋ ପାଇଁ ଚାହୁଁଛନ୍ତି।

ଲୂକଲିଖିତ ସୁସମାଚାର 19:39

ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।

ଯୋହନଲିଖିତ ସୁସମାଚାର 9:4

ଦିନ ଥାଉଁ ଥାଉଁ ମାରେ ପ୍ ରରଣୋକର୍ତ୍ତାଙ୍କ କାର୍ୟ୍ଯ ଆମ୍ଭେ ଅବିରତ କରିବା ଉଚିତ୍। ରାତି ଆସୁଅଛି। ରାତି ରେ କହେି କାର୍ୟ୍ଯ କରିପାରିବେ ନାହିଁ।

ଯୋହନଲିଖିତ ସୁସମାଚାର 11:8

ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?

ଯୋହନଲିଖିତ ସୁସମାଚାର 12:17

ଯୀଶୁ ଯେତବେେଳେ ଲାଜାରଙ୍କୁ ମରଣ ପରେ ଉେଠଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତବେେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସହେି ଲୋକମାନେ ଯୀଶୁଙ୍କ କାର୍ୟ୍ଯ ବିଷୟ ରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।

Interlinear

Choose Theme