Home Bibles ☰ Books ଲୂକଲିଖିତ ସୁସମାଚାର 12:53 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:53 · ଓଡ଼ିଆ ବାଇବେଲ

ବାପ ପୁଅର ବିରୋଧୀ, ପୁଅ ବାପର ବିରୋଧୀ, ମାଆ ଝିଅର ବିରୋଧୀ, ଝିଅ ମାଆର ବିରୋଧୀ, ଶାଶୁ ବୋହୁର ବିରୋଧୀ ଓ ବୋହୁ ଶାଶୁର ବିରୋଧୀ ହାଇଯେିବ।

Cross references

ମୀଖା 7:6

ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତୃ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ଯା ମାଆର ବିରୁଦ୍ଧ ରେ ୟିବ ଓ ବୋହୂ ଶାଶୁର ବିରୁଦ୍ଧ ରେ କାର୍ୟ୍ଯ କରିବ।

ଯିଖରିୟ 13:2

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।

ମାଥିଉଲିଖିତ ସୁସମାଚାର 10:21

ଭାଇ ତା ନିଜ ଭାଇକ,ୁ ବାପା-ମାଆ ନିଜ ପିଲାପିଲିଙ୍କୁ ମରଣ ମୁହଁକୁ ଠଲେି ଦବେେ। ପିଲାମାନେ ନିଜ ବାପା-ମାଆଙ୍କ ବରୁଦ୍ଧ ରେ ଠିଆ ହବେେ ଓ ତାହାଙ୍କୁ ମାରି ପକାଇବେ।

ମାଥିଉଲିଖିତ ସୁସମାଚାର 24:10

ସେତବେେଳେ ଅନକେ ବିଶ୍ବସୀ ଲୋକ ବିଶ୍ବାସ ହ ରଇେ ବସିବେ। ସମାନେେ ପରସ୍ପରର ବିରୋଧୀ ହବେ ଓ ପରସ୍ପରକୁ ଘୃଣା କରିବେ।

Interlinear

Choose Theme