Home Bibles ଲୂକଲିଖିତ ସୁସମାଚାର 12:55 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:55 · ଓଡ଼ିଆ ବାଇବେଲ

ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭମାନେେ କୁହ, 'ଗରମ ହବେ।' ତା'ପରେ ତାହାହିଁ ହୁଏ।

Cross references

ଆୟୁବ ପୁସ୍ତକ 37:17

କିନ୍ତୁ ଆୟୁବ, ତୁମ୍ଭେ ଏସବୁ ଜାଣ ନାହିଁ। ତୁମ୍ଭେ କବଳେ ଏତିକି ଜାଣ ଯେ ଦକ୍ଷିଣ ଦିଗରୁ ଯେତବେେଳେ ପବନ ପ୍ରବାହିତ ହୁଏ, ତୁମ୍ଭର ପୋଷାକ ପତ୍ର ଗରମ ହାଇେ ୟାଏ। ଏବଂ ଦେଶ ନୀରବ ହାଇୟୋଏ।

ମାଥିଉଲିଖିତ ସୁସମାଚାର 20:12

ସମାନେେ କହିଲେ, 'ଶଷେ ରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରା ରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସମାନଙ୍କେୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ଯ ସତେିକି ମଜୁରୀ ଦେଲେ!'

Interlinear

Choose Theme