Home Bibles ଲୂକଲିଖିତ ସୁସମାଚାର 12:56 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 12:56 · ଓଡ଼ିଆ ବାଇବେଲ

ହେ କପଟୀଗଣ! ତୁମ୍ଭମାନେେ ପାଗ ବାଷୟ ରେ ତ ଜାଣି ପାରୁଛ। ତବେେ ଏହି ସମୟରେ କ'ଣ ଘଟୁଛି, ତାହା କାହିଁକି ଜାଣି ପାରୁନାହଁ?

Cross references

ପ୍ରଥମ ବଂଶାବଳୀ 12:32

ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।

ଦାନିଏଲ 9:24

ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ହଗୟ 2:7

ଆମ୍ଭେ ସମସ୍ତ ଦେଶକୁ ଥରାଇ ଦବୋ ଏବଂ ସମାନେେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା'ପ ରେ ଆମ୍ଭ ଏହି ମନ୍ଦିରକୁ ମହିମା ରେ ପୂର୍ଣ୍ଣ କରିବା। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି।

ମଲାଖୀ 3:1

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।

ମଲାଖୀ 4:2

ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

ମାଥିଉଲିଖିତ ସୁସମାଚାର 11:25

ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

ମାଥିଉଲିଖିତ ସୁସମାଚାର 16:3

ତୁମ୍ଭମାନେେ ସୂର୍ େଯ୍ଯାଦୟ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହବେ। ଏଗୁଡିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡିକ ଆକାଶ ରେ ଦେଖ ଓ ସଗେୁଡିକର ଅର୍ଥ ବୁଝ। ସହେିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡିକୁ ଦେଖୁଛ। ଏଗୁଡିକ ମଧ୍ଯ ଏପ୍ରକାର ଲକ୍ଷଣ। କିନ୍ତୁ ଏଗୁଡିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହାଇେ ପାରୁନ।

ମାଥିଉଲିଖିତ ସୁସମାଚାର 24:32

ଡ଼ିମ୍ବିରି ଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତବେେଳେ ଡ଼ିମ୍ବିରି ଗଛର ଡ଼ାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତବେେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିୟିବ।

ଲୂକଲିଖିତ ସୁସମାଚାର 19:42

ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:24

ହଁ, ଶାମୁଯଲେ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟ ରେ ଘୋଷଣା କରିଛନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 4:4

କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।

Interlinear

Choose Theme