Home Bibles ଲୂକଲିଖିତ ସୁସମାଚାର 13:14 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 13:14 · ଓଡ଼ିଆ ବାଇବେଲ

ଯୀଶୁ ବିଶ୍ରାମ ବାର ରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରିଦବୋରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, ସପ୍ତାହ ରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭମାନେେ ସୁସ୍ଥ ହବୋ ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାର ରେ କବେେ ହେଲେ ସୁସ୍ଥ ହବୋପାଇଁ ଆସନାହିଁ।

Cross references

ଯାତ୍ରା ପୁସ୍ତକ 20:9

ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।

ଯାତ୍ରା ପୁସ୍ତକ 23:12

ଛଅ ଦିନ ଧରି କାର୍ୟ୍ଯ କର ଏବଂ ସପ୍ତମ ଦିନ ରେ ବିଶ୍ରାମ କର। ଏପରି ମଧ୍ଯ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ଯ ଏପରି କରିବ। ସମାନଙ୍କେ ପାଇଁ ସପ୍ତମ ଦିନଟି ବିଶ୍ରାମ ଦବେ।

ଲେବୀୟ ପୁସ୍ତକ 23:3

ଛଅଦିନ କାମ କରାୟିବ, ମାତ୍ର ସପ୍ତମଦିନ ବିଶ୍ରାମଦିନ। ଅର୍ଥାତ୍ ପବିତ୍ର ଶଭା ହବେ। ତୁମ୍ଭମାନେେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନ ରେ ସଦାପ୍ରବୁଙ୍କ ଉଦ୍ଦେଶ୍ଯ ରେ ବିଶ୍ରାମଦିନ ହବେ।

ଯିହିଜିକଲ 20:12

ଏବଂ ମୁଁ ସମାନଙ୍କେୁ ମାରେ ବିଶ୍ରାମ ଦିନ ବିଷଯ ରେ ସବୁ କହିଲି। ଏହା ମାରେ ଓ ସମାନଙ୍କେ ମଧିଅରେ ଚୁକ୍ତିର ଚିହ୍ନ ସ୍ବରୂପ ଯେଉଁଥି ପାଇଁ ସମାନେେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସମାନଙ୍କେୁ ପବିତ୍ର କଲି।

ମାଥିଉଲିଖିତ ସୁସମାଚାର 12:2

ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, ଦେଖ, ତୁମ୍ଭର ଶିଷ୍ଯମାନେ ବିଶ୍ରାମଦିବସ ରେ ଏଭଳି ଯାହା କରୁଛନ୍ତି, ତାହା ମାଶାଙ୍କେ ବ୍ଯବସ୍ଥାର ବିରୋଧୀ।

ମାଥିଉଲିଖିତ ସୁସମାଚାର 12:10

ସଠାେରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସଠାେରେ ଥିବା କେତକେ ଯିହୂଦୀ ଯୀଶୁଙ୍କ ଉପରେ ଦୋଷରୋପ କରିବା ପାଇଁ ସୁଯୋଗ ଖାଜେୁଥିଲେ। ସମାନେେ ତାହାଙ୍କୁ ପଚାରିଲେ, ମାଶାଙ୍କେ ନିୟମ ଅନୁସାରେ ବିଶ୍ରାମଦିବସ ରେ କାହାରିକୁ ଭଲ କରିଦବୋ କ'ଣ ବିଧିସଙ୍ଗତ?

ମାର୍କଲିଖିତ ସୁସମାଚାର 3:2

ସଠାେରେ କେତକେ ଲୋକ ଜଗି ରହିଥିଲେ ଯେ ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସ ରେ ସୁସ୍ଥ କରି ଦବେେ, ତବେେ ସମାନେେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।

ମାର୍କଲିଖିତ ସୁସମାଚାର 5:22

ଯୀହୂଦୀ ସମାଜଗୃହର ଜଣେ ଅଧିକାରୀ ସଠାେକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ ରେ ତାହାଙ୍କ ପାଦ ତଳେ ପଡିଗଲେ।

ଲୂକଲିଖିତ ସୁସମାଚାର 6:7

ବିଶ୍ରାମବାର ରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସଠାେରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସମାନେେ ଦେଖିବାକୁ ଚାହୁଁଥିଲେ ଯେ ଯୀଶୁ କିଛି ଭୁଲ କାମ କଲେ ସମାନେେ ତାହାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବେ।

ଲୂକଲିଖିତ ସୁସମାଚାର 6:11

ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସମାନେେ ନିଜ ନିଜ ଭିତ ରେ କଥାବାର୍ତ୍ତା କଲେ, ଯୀଶୁଙ୍କ ପାଇଁ କ'ଣ କରାୟିବ?

ଲୂକଲିଖିତ ସୁସମାଚାର 8:41

ଯାଈରସ ନାମ ରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସଠାେକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।

ଲୂକଲିଖିତ ସୁସମାଚାର 14:3

ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?

ଯୋହନଲିଖିତ ସୁସମାଚାର 5:15

ତା'ପରେ ଲୋକଟି ସହେି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସମାନଙ୍କେୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।

ଯୋହନଲିଖିତ ସୁସମାଚାର 9:14

ଯୀଶୁ କାଦୁଅ କରିଥିଲେ ଓ ତା' ଆଖି ସୁସ୍ଥ କରିଥିଲେ। ସେ ଏ କାର୍ୟ୍ଯ ବିଶ୍ରାମବାର ଦିନ କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:15

ସଠାେରେ ମାଶାଙ୍କେ ପ୍ରଦତ୍ତ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଲୋଖାଗୁଡ଼ିକ ପଢ଼ାୟିବା ପରେ ନେତାମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ପାଇଁ ଯଦି ତୁମ୍ଭମାନଙ୍କର କିଛି ନିଷ୍ଠାର ଉପଦେଶ ଥାଏ, ତବେେ କୁହ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:8

କ୍ରୀଷ୍ପ ସେ ସମାଜଗୃହର ମୁଖ୍ଯ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ବାସ କଲେ। ଅନକେ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ବାସ କଲେ ଓ ବାପ୍ତିଜିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:17

ତା'ପରେ ସମାନେେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନଇେ ଅଦାଲତ ସାମନା ରେ ପିଟିଲେ। କିନ୍ତୁ ଗାଲ୍ଲିଯୋନ ଏଥି ପ୍ରତି ମାଟେେ ଦୃଷ୍ଟି ଦେଲନୋହିଁ।

ରୋମୀୟଙ୍କ ପ୍ରତି ପତ୍ର 10:2

ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

Interlinear

Choose Theme