ଯୀଶୁ ସମାନଙ୍କେୁ କହିଲେ, ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।
Cross references
ହେ ଇଶ୍ରାୟେଲ, ତୁମ୍ଭର ଭବିଷ୍ଯଦବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ଯ ହାଇେଅଛନ୍ତି।
ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।
ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।
ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।
ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।
ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।
ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।
େ ହରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସି ହାଇଗେଲେ। େ ହରୋଦ ଯୀଶୁଙ୍କ ବିଷୟ ରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। େ ହରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ୟ୍ଯକର୍ମ ଦେଖିବାକୁ ଚାହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗ ରେ ଯୀଶୁ କିଛି ଆଶ୍ଚର୍ୟ୍ଯକର୍ମ ପ୍ରଦର୍ଶନ କରିବେ।
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?
ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?
ମ୍ଭେ ମାେତେ ଯେଉଁ କାମ ଦଇେଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାର ରେ ଗୌରବାନ୍ବିତ କରିଛି।
ଯୀଶୁ ତାହା ପାନ କରି କହିଲେ, ସମାପ୍ତ ହେଲା। ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ଯାଗ କଲେ।
ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।
ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।
ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।