Home Bibles ଲୂକଲିଖିତ ସୁସମାଚାର 13:5 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 13:5 · ଓଡ଼ିଆ ବାଇବେଲ

ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।

Cross references

ଯିଶାଇୟ 28:10

ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢ଼ଙ୍ଗ ରେ କୁହନ୍ତି, କାରଣ ଏ ତ :

ଯିହିଜିକଲ 18:30

ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।

ଲୂକଲିଖିତ ସୁସମାଚାର 13:3

ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

Interlinear

Choose Theme