Home Bibles ଲୂକଲିଖିତ ସୁସମାଚାର 13:6 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 13:6 · ଓଡ଼ିଆ ବାଇବେଲ

ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, କୌଣସି ଗୋଟିଏ ଲୋକ ତା ବଗିଚା ରେ ଡିମ୍ବିିରି ଗଛଟିଏ ଲଗାଇଥିଲା। ଗଛ ରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।

Cross references

ବିଚାରକର୍ତାମାନଙ୍କ ବିବରଣ 9:11

କିନ୍ତୁ ଡିମ୍ବିରି ବୃକ୍ଷ ଉତ୍ତର ଦଲୋ, କବଳେ ଅନ୍ୟ ବୃକ୍ଷମାନଙ୍କ ଉପରେ ଶାସନ କରିବାକୁ, ମୁ ମାରେ ଉତ୍ତମ ସ୍ବାଦିଷ୍ଟ ଫଳ ଉତ୍ପନ୍ନ କରିବା ବନ୍ଦ କରି ଦବେି କି?

ଗୀତସଂହିତା 80:8

ତୁମ୍ଭେ ମିଶରରୁ ଗୋଟିଏ ପ୍ପଦ୍ରାକ୍ଷାଲତାଗ୍ଦଗ୍ଦ ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସହେି ସ୍ଥାନରୁ ତଡ଼ି ଦଇେ ତୁମ୍ଭେ ସହେି ଭୂମିରେ ଦ୍ରାକ୍ଷାଲତା ରୋପଣ କର।

ଯିଶାଇୟ 5:1

ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।

ଯିରିମିୟ 2:21

ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ ?

ମାଥିଉଲିଖିତ ସୁସମାଚାର 21:19

ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

ମାଥିଉଲିଖିତ ସୁସମାଚାର 21:34

କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।

ମାର୍କଲିଖିତ ସୁସମାଚାର 11:12

ତହିଁ ଆରଦିନ ଯେତବେେଳେ ସମାନେେ ବେଥନିଆରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା।

ଲୂକଲିଖିତ ସୁସମାଚାର 20:10

ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତାର ଜଣେ ଚାକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଚାକର ହାତ ରେ ଦଇେ ଦବେେ। କିନ୍ତୁ କୃଷକମାନେ ଚାକରକୁ ମାଡ ମାରି ଖାଲି ହାତ ରେ ପଠଇେ ଦେଲେ।

ଯୋହନଲିଖିତ ସୁସମାଚାର 15:16

ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।

ଗାଲାତୀୟଙ୍କ ପ୍ରତି ପତ୍ର 5:22

ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:17

ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।

Interlinear

Choose Theme