Home Bibles ☰ Books ଲୂକଲିଖିତ ସୁସମାଚାର 14:15 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 14:15 · ଓଡ଼ିଆ ବାଇବେଲ

ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।

Cross references

ମାଥିଉଲିଖିତ ସୁସମାଚାର 8:11

ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।

ମାଥିଉଲିଖିତ ସୁସମାଚାର 25:10

ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।

ଲୂକଲିଖିତ ସୁସମାଚାର 12:37

ସହେି ଚାକରମାନେ ଧନ୍ଯ, ଯେଉଁମାନଙ୍କୁ ମାଲିକ ଫରେିଆସି ଦେଖିବେ ଯେ ସମାନେେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ମାଲିକ ମଧ୍ଯ ସମାନଙ୍କେ ସବୋ ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସମାନଙ୍କେୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦବେେ।

ଲୂକଲିଖିତ ସୁସମାଚାର 13:29

ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ଖାଇବାକୁ ବସିବେ।

ଲୂକଲିଖିତ ସୁସମାଚାର 22:30

ମାେ ରାଜ୍ଯ ରେ ମାେ ସହିତ ଟବେୁଲ ଉପରେ ତୁମ୍ଭମାନେେ ଖିଆପିଆ କରିବ। ତୁମ୍ଭମାନେେ ସିଂହାସନଗୁଡିକ ଉପରେ ବସି ଇଶ୍ରାୟେଲର ବାରଟି ଯାକ ଗୋଷ୍ଠୀର ବିଚାର କରିବ।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:9

ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।

Interlinear

Choose Theme