Home Bibles ଲୂକଲିଖିତ ସୁସମାଚାର 14:25 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 14:25 · ଓଡ଼ିଆ ବାଇବେଲ

ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,

Cross references

ଲୂକଲିଖିତ ସୁସମାଚାର 12:1

ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।

ଯୋହନଲିଖିତ ସୁସମାଚାର 6:24

ଲୋକମାନେ ସଠାେରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ନଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗାଗୁଡିକରେ ଯାତ୍ରା କରି ଯୀଶୁଙ୍କୁ ଖାଜେିବା ପାଇଁ କଫର୍ନାହୂମକୁ ଗଲେ।

Interlinear

Choose Theme