Home Bibles ଲୂକଲିଖିତ ସୁସମାଚାର 14:26 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 14:26 · ଓଡ଼ିଆ ବାଇବେଲ

ଯଦି ଜଣେ ଲୋକ ମାେ ପାଖକୁ ଆ ସେ, କିନ୍ତୁ ଯଦି ମାେ ଅପେକ୍ଷା ତା ବାପାମାଆ, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବ ନାହିଁ। ଜଣେ ଲୋକକୁ ତା' ନିଜ ଅପେକ୍ଷା ମାେତେ ଅଧିକ ଭଲ ପାଇବାକୁ ହବେ।

Cross references

ଆଦି ପୁସ୍ତକ 29:30

ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲୟୋ ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।

ଗଣନା ପୁସ୍ତକ 10:30

କିନ୍ତୁ ହୋବବ କହିଲା, ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମାରେ ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫରେିୟିବ।

ଦିତୀୟ ବିବରଣ 13:6

ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।

ଦିତୀୟ ବିବରଣ 21:15

ଯଦି କୌଣସି ଲୋକର ଦକ୍ସ୍ଟଇଟି ସ୍ତ୍ରୀ ଥାଏ, ସେ ଜଣକକ୍ସ୍ଟ ଅନ୍ୟ ଜଣ ଅପେକ୍ଷା ଅଧିକ ଭଲ ପାଉଥାଏ, ଏବଂ ଯଦି ସହେି ଦକ୍ସ୍ଟଇଜଣ ୟାକ ତୁମ୍ଭର ପକ୍ସ୍ଟତ୍ର ସନ୍ତାନ ପ୍ରସବ କରନ୍ତି। ଯଦି ପ୍ରଥମ ପକ୍ସ୍ଟତ୍ରକକ୍ସ୍ଟ ତୁମ୍ଭେ ଭଲ ପାଉ ନ ଥିବ ସ୍ତ୍ରୀ ଜନ୍ମ ଦଇେଥାଏ।

ଦିତୀୟ ବିବରଣ 33:9

ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।

ଆୟୁବ ପୁସ୍ତକ 7:15

ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।

ଗୀତସଂହିତା 73:25

ହେ ପରମେଶ୍ବର, ସ୍ବର୍ଗରେ ତୁମ୍ଭ ବିନା ମାରେ ଆଉ କହେି ନାହିଁ କାରଣ ତୁମ୍ଭେ ମାେ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।

ଗୀତସଂହିତା 139:22

ମୁଁ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ। ତୁମ୍ଭର ଶତ୍ରୁ ମଧ୍ଯ ମାରେ ଶତ୍ରୁ ଅଟନ୍ତି।

ଉପଦେଶକ 2:17

ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।

ମଲାଖୀ 1:2

ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ ରମେ କରିଅଛୁ।

ମାଥିଉଲିଖିତ ସୁସମାଚାର 10:37

ଯେଉଁ ଲୋକ ମାେ ଅପେକ୍ଷା ତା ବାପା ମାଆଙ୍କୁ ଅଧ୍କ ଭଲ ପାଏ, ତବେେ ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ। ଯେଉଁ ଲୋକ ମାେ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ।

ଲୂକଲିଖିତ ସୁସମାଚାର 14:20

ମୁଁ ତାହାଙ୍କୁ ପରଖିବାକୁ ୟିବାକୁ ବାହାରିଲିଣି। ଦୟାକରି ମାେତେ କ୍ଷମା କର।' ତୃତୀୟ ଲୋକଟି କହିଲା, ' ମାରେ ତ ଏବେ ବାହାଘର ହାଇେଛି। ମୁଁ ଯାଇ ପାରିବି ନାହିଁ।'

ଯୋହନଲିଖିତ ସୁସମାଚାର 12:25

ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:24

କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।

ରୋମୀୟଙ୍କ ପ୍ରତି ପତ୍ର 9:13

ଶାସ୍ତ୍ର କୁ ହେ: ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:8

ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:11

ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।

Interlinear

Choose Theme