Home Bibles ☰ Books ଲୂକଲିଖିତ ସୁସମାଚାର 14:3 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 14:3 · ଓଡ଼ିଆ ବାଇବେଲ

ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?

Cross references

ମାଥିଉଲିଖିତ ସୁସମାଚାର 12:2

ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, ଦେଖ, ତୁମ୍ଭର ଶିଷ୍ଯମାନେ ବିଶ୍ରାମଦିବସ ରେ ଏଭଳି ଯାହା କରୁଛନ୍ତି, ତାହା ମାଶାଙ୍କେ ବ୍ଯବସ୍ଥାର ବିରୋଧୀ।

ମାଥିଉଲିଖିତ ସୁସମାଚାର 12:10

ସଠାେରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସଠାେରେ ଥିବା କେତକେ ଯିହୂଦୀ ଯୀଶୁଙ୍କ ଉପରେ ଦୋଷରୋପ କରିବା ପାଇଁ ସୁଯୋଗ ଖାଜେୁଥିଲେ। ସମାନେେ ତାହାଙ୍କୁ ପଚାରିଲେ, ମାଶାଙ୍କେ ନିୟମ ଅନୁସାରେ ବିଶ୍ରାମଦିବସ ରେ କାହାରିକୁ ଭଲ କରିଦବୋ କ'ଣ ବିଧିସଙ୍ଗତ?

ମାଥିଉଲିଖିତ ସୁସମାଚାର 22:35

ଜଣେ ଫାରୂଶୀ ମାଶାଙ୍କେ ବ୍ଯବସ୍ଥା ବିଷୟ ରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷା ରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲା।

ମାର୍କଲିଖିତ ସୁସମାଚାର 3:4

ତା'ପରେ ଯୀଶୁ ଲୋକମାନଙ୍କୁ ପଚାରିଲେ, ବିଶ୍ରାମ ଦିବସ ରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣଙ୍କର ଜୀବନ ରକ୍ଷା କରବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍? କିନ୍ତୁ ସମାନେେ ନୀରବ ରହିଲେ।

ଲୂକଲିଖିତ ସୁସମାଚାର 6:9

ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଛି ବିଶ୍ରାମବାର ରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ? କାହାରି ଜୀବନ ରକ୍ଷା କରିବା ଉଚିତ ନା କାହାରି ଜୀବନ ନଷ୍ଟ କରିବା।

ଲୂକଲିଖିତ ସୁସମାଚାର 11:44

ହାୟ, କାରଣ ତୁମ୍ଭମାନେେ ଲୁଚି ରହିଥିବା ସହେି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣା ରେ ଚାଲିଯାଆନ୍ତି।

ଲୂକଲିଖିତ ସୁସମାଚାର 13:14

ଯୀଶୁ ବିଶ୍ରାମ ବାର ରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରିଦବୋରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, ସପ୍ତାହ ରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭମାନେେ ସୁସ୍ଥ ହବୋ ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାର ରେ କବେେ ହେଲେ ସୁସ୍ଥ ହବୋପାଇଁ ଆସନାହିଁ।

ଯୋହନଲିଖିତ ସୁସମାଚାର 7:23

ଏଥିରୁ ଜଣାପଡେ ଯେ, କୌଣସି ଲୋକକୁ ମାଶାଙ୍କେର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରା ଯାଇପା ରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦହକେୁ ସୁସ୍ଥ କଲି ଦବେେ ତୁମ୍ଭେ କାହିଁକି ରାଗୁଛ?

Interlinear

Choose Theme