କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।
Cross references
ଏହାପରେ ଫାରୋ ତାଙ୍କୁ ଏକ ବିଶଷେ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳା ରେ ସୁବର୍ଣ୍ଣହାର ଦେଲେ।
ତକ୍ସ୍ଟମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହବେ। ତୁମ୍ଭର ଜୀବନକାଳ ମଧିଅରେ ତୁମ୍ଭେ ଶକ୍ତିଶାଳୀ ହବେ।
ଏଥି ରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀଯ କାଢି ୟିହୁଦୀଯମାନଙ୍କର ବୌରି ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଦଲୋ।
ଏଥି ରେ ରାଜା ହାମନଠାରୁ ଯେଉଁ ଅଙ୍ଗୁରୀଯ ନଇେଥିଲା, ତାହା କାଢି ମର୍ଦ୍ଦଖଯକୁ ଦଲୋ। ଏବଂ ଏଷ୍ଟର ହାମନର ଗୃହ ଉପରେ ମର୍ଦ୍ଦଖଯକୁ ନିୟୁକ୍ତି କଲା।
ପରମେଶ୍ବର ମାେତେ ହରିଣଠାରୁ ଅଧିକ ବଗରେେ ଦୌଡ଼ିବାକୁ ସାହାୟ୍ଯ କରନ୍ତି। ସେ ମାେତେ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
ସଦାପ୍ରଭୁ ତୁମ୍ଭର ୟାଜକମାନେ ବିଜଯ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।
ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।
'ତହୁଁ ମୁଁ ତୁମ୍ଭକୁ ଜଳ ରେ ସ୍ନାନ କରାଇଲି। ଆଉ ମୁଁ ସମ୍ପୂର୍ଣ୍ଣରୂପେ ତୁମ୍ଭ ଦହରେୁ ରକ୍ତ ଧୋଇ ଦଲେି ଓ ତୈଳ ରେ ତୁମ୍ଭକୁ ମର୍ଦ୍ଦନ କଲି।
ଯିହାଶୂେୟ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ ଏବଂ ସେ ଏକ ମଇଳା ବସ୍ତ୍ର ପରିଧାନ କରିଥିଲେ।
ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସଠାେରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ।
ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।
ବ୍ଯବସ୍ଥାର ଅଧୀନ ରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ସନ୍ତାନ ରୂପେ ଗଢି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।
ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହାଇେ ରୁହ, ଏଥିପାଇଁ, ପାଦ ରେ ଶାନ୍ତି ଦାୟକ ସୁସମାଚାରର ଜୋତା ପିନ୍ଧ।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।
ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।
ତା'ପରେ ଜଣେ ପ୍ରାଚୀନ ମାେତେ କହିଲେ, ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ ? ସମାନେେ କେଉଁଠାରୁ ଆସିଅଛନ୍ତି ?
କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।