ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।
Cross references
ଏହାପରେ ଅବ୍ରହାମ ଗୁହାଳକୁ ଦୌଡ଼ିଗଲା। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ାଓ ତାଙ୍କର ଦାସକୁ ନିର୍ଦେଶ ଦେଲେ, ଶିଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର।
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।
ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମଜେ ରେ ଖାଦ୍ୟ ସଜାଇ ଅଛି।
ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।