Home Bibles ଲୂକଲିଖିତ ସୁସମାଚାର 15:7 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 15:7 · ଓଡ଼ିଆ ବାଇବେଲ

ସହେିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତବେେଳେ ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କରିଥାଏ, ସେତବେେଳେ ସ୍ବର୍ଗ ରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ଯକ ନାହିଁ, ଏପରି ଅନେଶ୍ବତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।

Cross references

ହିତୋପଦେଶ 30:12

କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।

ମାଥିଉଲିଖିତ ସୁସମାଚାର 18:13

ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ସେ ମେଣ୍ଢାଟି ଖାଜେି ପାଇଯାଏ ତବେେ ନହଜିଥିବା ଅନେଶ୍ବତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସି ହବେ।

ଲୂକଲିଖିତ ସୁସମାଚାର 5:32

ମୁଁ ଧାର୍ମିକ ଲୋକମାନଙ୍କୁ ପରିବର୍ତ୍ତନ ସକାେଶ ଆସିନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସମାନେେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।

ଲୂକଲିଖିତ ସୁସମାଚାର 15:10

ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।

ଲୂକଲିଖିତ ସୁସମାଚାର 15:29

ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।

ଲୂକଲିଖିତ ସୁସମାଚାର 15:32

କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'

ଲୂକଲିଖିତ ସୁସମାଚାର 16:15

ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କ ଆଗ ରେ ତୁମ୍ଭମାନେେ ନିଜକୁ ଭଲ ବୋଲି ଦେଖଇେ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟ ରେ ପ୍ରକୃତ ରେ କ'ଣ ଅଛି, ତାହା ପରମେଶ୍ବର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ଯବାନ ବୋଲି ମନେ କରିଥାନ୍ତି, ତାହା ପରମେଶ୍ବରଙ୍କ ଦୃଷ୍ଟି ରେ ମୂଲ୍ଯ ହୀନ।

ଲୂକଲିଖିତ ସୁସମାଚାର 18:9

କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:

ରୋମୀୟଙ୍କ ପ୍ରତି ପତ୍ର 7:9

ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:6

ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।

Interlinear

Choose Theme