Home Bibles ଲୂକଲିଖିତ ସୁସମାଚାର 16:23 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 16:23 · ଓଡ଼ିଆ ବାଇବେଲ

ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

Cross references

ଗୀତସଂହିତା 9:17

ଯେଉଁମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ମନ୍ଦ ଲୋକ ଅଟନ୍ତି। ସମାନେେ ମୃତ୍ଯୁ ସ୍ଥାନକୁ ଯିବେ।

ଗୀତସଂହିତା 16:10

କାରଣ ତୁମ୍ଭେ ସଦାପ୍ରଭୁ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନରେ ପରିତ୍ଯାଗ କରିବି ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷଯ ହବୋକୁ ଦବେ ନାହିଁ।

ଗୀତସଂହିତା 49:15

କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ।

ଗୀତସଂହିତା 86:13

ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।

ହିତୋପଦେଶ 5:5

ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।

ହିତୋପଦେଶ 7:27

ତା'ର ଗୃହ ସିଧାସଳଖ କବରକୁ ୟିବା ପାଇଁ ବାଟ। ଯାହା ମୃତ୍ଯୁର ଆଳଯକୁ ୟାଏ।

ହିତୋପଦେଶ 9:18

ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।

ହିତୋପଦେଶ 15:24

ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।

ଯିଶାଇୟ 14:9

ମୃତ୍ଯୁର ରାଷ୍ଟ୍ର ପାତାଳ ଉେତ୍ତାଳିତ ହାଇପେଡ଼ିବ କାରଣ ତୁମ୍ଭେ ଆସୁଛ। ପାତାଳ ସମସ୍ତ ଜୀବନ ଶକ୍ତିକୁ ଜାଗ୍ରତ କରିବେ। ସହେି ନେତାମାନେ ତୁମ୍ଭ ପାଇଁ କାମ କରିବେ। ସମାନେେ ସହେି ରାଜାମାନଙ୍କୁ ନୀଚାବସ୍ଥା କରିବେ। ସମାନେେ ତୁମ୍ଭକୁ ସ୍ବାଗତ କରିବା ପାଇଁ ସତର୍କ ରହିବେ।

ଯିଶାଇୟ 14:15

କିନ୍ତୁ ତାହା ଘଟିଲା ନାହିଁ। ତୁମ୍ଭେ ଈଶ୍ବରଙ୍କ ସହିତ ସ୍ବର୍ଗକୁ ୟାଇ ନ ଥିଲ। ତୁମ୍ଭେ ପାତାଳର ଗଭୀରତମ ସ୍ଥାନକୁ ଚାଲି ୟାଇଥିଲ।

ମାଥିଉଲିଖିତ ସୁସମାଚାର 5:22

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ

ମାଥିଉଲିଖିତ ସୁସମାଚାର 5:29

ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର

ମାଥିଉଲିଖିତ ସୁସମାଚାର 8:11

ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।

ମାଥିଉଲିଖିତ ସୁସମାଚାର 8:29

ସମାନଙ୍କେ ନିମନ୍ତେ କହେି ସହେି ବାଟେ ଯାଇପାରୁ ନଥିଲେ। ସମାନେେ ପାଟିକରି କହିଲେ, ହେ ପରମେଶ୍ବରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ଉପୟୁକ୍ତ ସମୟ ପୂର୍ବରୁ ତୁମ୍ଭେ କ'ଣ ଆମ୍ଭକୁ ଦଣ୍ଡ ଦବୋପାଇଁ ଆସିଛ?

ମାଥିଉଲିଖିତ ସୁସମାଚାର 11:23

ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।

ମାଥିଉଲିଖିତ ସୁସମାଚାର 18:9

ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଢ଼ି ଫିଙ୍ଗି ଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁ ରେ ଫିଙ୍ଗି ଦିଆୟିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

ମାଥିଉଲିଖିତ ସୁସମାଚାର 23:33

ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।

ଲୂକଲିଖିତ ସୁସମାଚାର 8:28

ଭୂତ ଅନକେ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା' ହାତ ରେ ହାତକଡି ଓ ଗୋଡ ରେ ବଡେି ପକାଇ ପହରା ଭିତ ରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା' ଦହେ ରେ ଥିବା ଭୂତ ତାହାକୁ ଲୋକେ ରହୁ ନଥିବା ନିଛାଟିଆ ଜାଗାକୁ ତଡି ନେଉଥିଲା।

ଲୂକଲିଖିତ ସୁସମାଚାର 13:28

ତୁମ୍ଭମାନେେ ଅବ୍ରହାମ, ୟିସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ରେ ଦେଖିପାରିବ। କିନ୍ତୁ ତୁମ୍ଭମାନେେ ବାହା ରେ ରହିୟିବ। ସତେିକି ବେଳେ ତୁମ୍ଭମାନେେ କୋରଧ ଓ ଭୟ ରେ କାନ୍ଦିବ।

ଲୂକଲିଖିତ ସୁସମାଚାର 16:28

ମାରେପାଞ୍ଚଜଣ ଭାଇ ଅଛନ୍ତି। ଲାଜାର ମାରେ ଭାଇମାନଙ୍କୁ ସତର୍କ କରାଇ ଦବେ। ତା ହେଲେ ସମାନେେ ଏ ୟନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:55

ମୃତ୍ଯୁ ତୁମ୍ଭର ବିଜୟ କେଉଁଠା ରେ ଅଛି ? କବର ତୁମ୍ଭର ଆଘାତ କରିବା ଶକ୍ତି କେଉଁଠା ରେ ଅଛି ହାେେଶୟ 13;14

ପିତରଙ୍କ ଦିତୀୟ ପତ୍ର 2:4

ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10

ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10

ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:13

ସମୁଦ୍ର ଭିତ ରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସମାନଙ୍କେୁ ଦଇେ ଦଲୋ। ମୃତ୍ଯୁ ଓ ପାତାଳ ନିଜ ପାଖ ରେ ଥିବା ମୃତ ଲୋକମାନଙ୍କୁ ଦଇେ ଦଲୋ, ପ୍ରେତ୍ୟକକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଚାର କରାଗଲା।

Interlinear

Choose Theme