Home Bibles ଲୂକଲିଖିତ ସୁସମାଚାର 16:26 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 16:26 · ଓଡ଼ିଆ ବାଇବେଲ

ତା' ଛଡା ତୋର ଓ ଆମ୍ଭ ମଝି ରେ ଗୋଟିଏ ବଡ ଖାତ ଅଛି। ତୋତେ ସାହାୟ୍ଯ କରିବା ପାଇଁ ସହେି ଖାତକୁ କହେି ପାରି ହାଇେ ଯାଇ ପାରିବେ ନାହିଁ।' ଏବଂ ସହେି ସ୍ଥାନ ଛାଡି କହେି ଏଠାକୁ ଆସି ପାରିବେ ନାହିଁ।

Cross references

ପ୍ରଥମ ଶାମୁୟେଲ 25:36

ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।

ଗୀତସଂହିତା 49:14

ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।

ଗୀତସଂହିତା 50:22

ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ।

ଯିହିଜିକଲ 28:24

'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'

ମଲାଖୀ 3:18

ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।

ମାଥିଉଲିଖିତ ସୁସମାଚାର 25:46

ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।

ଲୂକଲିଖିତ ସୁସମାଚାର 12:59

ଯେଉଁଦିନ ପର୍ୟ୍ଯନ୍ତ ତୁମ୍ଭେ ପ୍ରେତ୍ୟକକ ଋଣର ମୂଲ୍ଯ ଶଷେ ପଇସା ପର୍ୟ୍ଯନ୍ତ ନଦଇେଛ, ସେ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାରୁେ ମୁକ୍ତି ପାଇ ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 3:36

ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:4

ତୁମ୍ଭମାନଙ୍କଠା ରେ ପରସ୍ପର ପ୍ରତି ଥିବା ପ୍ ରମେ ଭାବ ମଧ୍ଯ ବୃଦ୍ଧି ପାଉଛି। ଅତଏବ, ପରମେଶ୍ବରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠା ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକା ରେ ତୁମ୍ଭମାନେେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ବାସ ରହିଛି, ଆମ୍ଭେ ଏହା ବିଷୟ ରେ ପରମେଶ୍ବରଙ୍କ ଅନ୍ୟ ମଣ୍ଡଳୀଗୁଡ଼ିକରେ କହୁ। ତୁମ୍ଭମାନେେ ଦୁଃଖ କଷ୍ଟ ଓ ଅନକେ ଅସୁବିଧାର ସମ୍ମୁଖୀନ ହେଉଛ ; କିନ୍ତୁ ତୁମ୍ଭମାନେେ ନିଜର ଦୃଢ଼ତା ଓ ବିଶ୍ବାସ ଆଦୌ ନ ହରାଇ ଆଗଇେ ଚାଲିଛ।

ଯାକୁବଙ୍କ ପତ୍ 1:11

ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।

ଯାକୁବଙ୍କ ପତ୍ 5:1

ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10

ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:11

ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।

Interlinear

Choose Theme