କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'
Cross references
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।
ତୁମ୍ଭମାନେେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥି ରେ ଲିଖିତ ଅଛି ସମାନଙ୍କେ ମଧ୍ଯରୁ କହେି ଅନୁପସ୍ଥିତ ରହିବେ ନାହିଁ। କହେି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମାରେମୁଖଦ୍ବାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସମାନଙ୍କେୁ ସଂଗ୍ରହ କରିଛି।
ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
ଭବିଷ୍ଯଦ୍ବକ୍ତା ୟିଶାୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖାଲିେ ଯେଉଁ ଜାଗା ରେ ଏହା ଲଖାେଥିଲା, ତାହା ପାଇଲେ:
ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ବର ଚାହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ପାଇଁ ଅନକେ ଲୋକ ଅକ୍ଲାନ୍ତ ଚେଷ୍ଟା କରୁଛନ୍ତି।
ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।
ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।
କିନ୍ତୁ ତୁମ୍ଭେ ମାଶାଙ୍କେର ଲେଖିବା କଥା ବିଶ୍ବାସ କରୁ ନାହଁ। ତେଣୁ ତୁମ୍ଭମାନେେ ମାେ କଥା ରେ ବିଶ୍ବାସ କରି ପାରିବ ନାହିଁ।
ସମାନେେ ଏସବୁ କରିବା ଉଚ଼ିତ ନୁହେଁ, କାରଣ ଆରମ୍ଭରୁ ମାଶାଙ୍କେ ବ୍ଯବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗର ରେ ଏବେ ମଧ୍ଯ ଅଛନ୍ତି ଏବଂ ତାହାଙ୍କର ବ୍ଯବସ୍ଥା ସମାଜଗୃହମାନଙ୍କ ରେ ପ୍ରତି ବିଶ୍ରାମବାର ରେ ପାଠ କରାଯାଏ।
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।
ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।