ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।
Cross references
ପୁଣି ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,
ସଦାପ୍ରଭୁ ମାଶାଙ୍କେୁ କହିଲେ,
ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।
ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।
ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।
ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।
ଯୀଶୁ ତାହାକୁ ଆଦେଶ ଦେଲେ, ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦହେ ତାହାଙ୍କୁ ଦଖାେଅ। ତୁମ୍ଭେ ସୁସ୍ଥ ହାଇଯୋଇଥିବା ଯୋଗୁଁ ମାଶାଙ୍କେ ଆଦେଶ ଅନୁସାରେ ପରମେଶ୍ବରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖଇଦେବେ ଯେ ତୁମ୍ଭେ ସୁସ୍ଥ ହାଇଯୋଇଛ।
ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।
ଯୀଶୁ ଉତ୍ତର ଦେଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ।
ଯୀଶୁ ତାହାଙ୍କୁ କହିଲେ, ଯାଅ, ଶିଲୋହ ପୋଖରୀ ରେ ଧୋଇ ଦିଅ। (ଶିଲୋହ ପଦର ଅର୍ଥ 'ପ୍ ରରେିତ ା') ତା'ପରେ ସେ ଅନ୍ଧ ଲୋକଟି ପୋଖରୀ ରେ ଧୋଇ ହାଇେ ଆସିଲା। ସେ ବର୍ତ୍ତମାନ ଦେଖିପାରୁଥିଲା।
କିନ୍ତୁ ରାତି ରେ ଜଣେ ଲୋକ ଝୁଣ୍ଟେ, କାରଣ ରାତି ବେଳେ ତାକୁ ଦେଖିବା ରେ ସାହାୟ୍ଯ କରିବା ପାଇଁ ଆଲୋକ ନଥାଏ।