Home Bibles ଲୂକଲିଖିତ ସୁସମାଚାର 18:15 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 18:15 · ଓଡ଼ିଆ ବାଇବେଲ

କେତକେ ଲୋକ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସହେି ପିଲାମାନଙ୍କୁ କବଳେ ଛୁଇଁବେ। ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଲୋକମାନଙ୍କୁ ଏହା ନକରିବାକୁ କହିଲେ।

Cross references

ପ୍ରଥମ ଶାମୁୟେଲ 1:24

ଏହାପରେ ସେ ତାହାକକ୍ସ୍ଟ ସ୍ତନପାନ ତ୍ଯାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା' ସହିତ ପିଲାଟିକକ୍ସ୍ଟ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକକ୍ସ୍ଟ ଆଣିଲା। ଯେ ତବେଳେ ବାଳକଟି େଛାଟ ଥିଲା।

ପ୍ରଥମ ଶାମୁୟେଲ 1:25

ତହିଁରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ରୂପେ ଗୋବତ୍ସ ବଧକଲେ ଓ ବାଳକକକ୍ସ୍ଟ ଏଲି ନିକଟକକ୍ସ୍ଟ ଆଣିଲେ।

ମାଥିଉଲିଖିତ ସୁସମାଚାର 19:13

ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।

ମାର୍କଲିଖିତ ସୁସମାଚାର 10:13

ପୁଣି ଲୋକମାନେ ଯୀଶୁଙ୍କୁ ପାଖକୁ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦଇେ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ବାରଣ କଲେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।

ଲୂକଲିଖିତ ସୁସମାଚାର 9:49

ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।

ଲୂକଲିଖିତ ସୁସମାଚାର 9:54

ଯୀଶୁଙ୍କ ଶିଷ୍ଯ ଯାକୁବ ଓ ଯୋହନ ଏହା ଦେଖିଲେ। ସମାନେେ କହିଲେ, ପ୍ରଭୁ ସ୍ବର୍ଗରୁ ଅଗ୍ନି ବର୍ଷା କରି ସମାନଙ୍କେୁ ଧ୍ବଂସ କରିଦବୋପାଇଁ ଆମ୍ଭେ ଆଦେଶ ଦବେୁ ବୋଲି କ'ଣ ଆପଣ ଚାହୁଁଛନ୍ତି?

Interlinear

Choose Theme