କିନ୍ତୁ ଯିହୂଦୀ ନେତା ଜଣକ କହିଲେ, ମୁଁ ମାେ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।
Cross references
ୟୁବକଟି କହିଲା, ମୁଁ ଏ ସବୁକଥା ମାନିଛି। ଏବେ ମାେ ପାଖ ରେ ଆଉ କ'ଣ ଅଭାବ ରହିଛି?
ସହେି ଲୋକ ଯୀଶୁଙ୍କୁ କହିଲା, ଗୁରୁ, ମୁଁ ମାେ ପିଲାଦିନୁ ଏହି ସବୁ କଥା ମାନି ଚଳୁଛି।
ସହେିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତବେେଳେ ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କରିଥାଏ, ସେତବେେଳେ ସ୍ବର୍ଗ ରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ଯକ ନାହିଁ, ଏପରି ଅନେଶ୍ବତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।
ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।
ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।
ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।
ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।