ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।
Cross references
ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।
ତାପରେ ପିତର କହିଲେ, ଆମ୍ଭର ଯାହା କିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦଇେଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା ହେଲେ ଆମ୍ଭେ କ'ଣ ପାଇବୁ?
ଯୀଶୁ ପୁଣି ସମାନଙ୍କେୁ କହିବାକୁ ଲାଗିଲେ, ଯଦି କହେି ମାରେଅନୁସରଣ କରିବାକୁ ଚାହୁଁଥାଏ, ତବେେ ତାହାକୁ ନିଜର ସମସ୍ତ କାମନା ତ୍ଯାଗ କରିବାକୁ ପଡିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କୃଶକୁ ଗ୍ରହଣ କରିବାକୁ ହବେ, ଏବଂ ସେ ମାରେ ଅନୁସରଣ କରିବ।
ସମାନେେ ରାସ୍ତା ରେ ଆଗଇେ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, ଆପଣ ଯେଉଁ ଆଡେଯିବେ, ମୁଁ ଆପଣଙ୍କ ପେଛପେଛ ୟିବି।
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।
ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।
ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।
ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।
ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ୟ୍ଯନ୍ତ ସହେି ଲକ୍ଷ୍ଯ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ୟ୍ଯ କରେ : ମୁଁ ଅତୀତର ବିଷୟସବୁ ଭୁଲି, ମାେ ଆଗ ରେ ଥିବା ଲକ୍ଷ୍ଯକୁ ଆଖି ରେ ରଖି ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚିବା ପାଇଁ କଠିନ ପରିଶ୍ରମ କରେ।
ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।
ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।