ସହେି ଯିହୂଦୀ ନେତାଙ୍କୁ ଦୁଃଖିତ ହବୋର ଦେଖି ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।
Cross references
ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ।
ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଭକ୍ସ୍ଟଲ ନାହିଁ। ସାବଧାନତା ସହକା ରେ ତାହାଙ୍କ ନିର୍ଦ୍ଦେଶମାନ ତାଙ୍କର ବିଧି ପାଳନ କର , ମୁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
ଆପଣା ଧନ ରେ ଯେ ନିର୍ଭର ରେଖ, ସେ ସତଜେ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତଜେ ପତ୍ରପରି ପ୍ରଫୁଲ୍ଲ ହବେ।
ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ।
ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯପ୍ରତି ଧ୍ଯାନ ଦିଅ। ଆମ୍ଭେ କ'ଣ ଇଶ୍ରାୟେଲ ପ୍ରତି ପ୍ରାନ୍ତରସ୍ବରୂପ କିଅବା ନିବିଡ଼ ଅନ୍ଧକାରମଯ ଦେଶ ସ୍ବରୂପ ହାଇେଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, 'ଆମ୍ଭମାନେେ ବନ୍ଧନମୁକ୍ତ ହାଇେଅଛୁ, ଆମ୍ଭମାନେେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?'
ମାେତେ ଧନୀ ଲୋକମାନଙ୍କ ପାଖକୁ ୟିବାକୁ ଏବଂ କଥାବାର୍ତ୍ତା ହବୋକୁ ଦିଅ। କାରଣ ସମାନେେ ହିଁ ସଦାପ୍ରଭୁଙ୍କର ପଥ ଏବଂ ସମାନଙ୍କେର ପରମେଶ୍ବରଙ୍କର ବ୍ଯବସ୍ଥା ଜାଣନ୍ତି। କିନ୍ତୁ ଏମାନେ ଏକତ୍ର ହାଇେ ୟୁଆଳି ଭାଙ୍ଗି ଅଛନ୍ତି ଓ ବନ୍ଧନସବୁକୁ ଛିଣ୍ଡାଇ ପକାଇ ଅଛନ୍ତି।
ତାପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଜଣେ ଧନୀଲୋକ ନିମନ୍ତେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ଅତ୍ଯନ୍ତ କଷ୍ଟକର ବିଷୟ।
ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।
ଯୀଶୁ ଚାରି ଆଡେ ଚାହିଁ ଶିଷ୍ଯମାନଙ୍କୁ କହିଲେ, ଧନୀ ଲୋକମାନଙ୍କ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ବଡ କଠିନ ବିଷୟ।
ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ଆହ୍ବାନ କଲେ, ସେତବେେଳେ ତୁମ୍ଭମାନଙ୍କ ମଧ୍ଯରୁ ଅଳ୍ପ କେତକେ ଜାଗତିକ ଭାବରେ ଜ୍ଞାନୀ ଥିଲା, ତୁମ୍ଭମାନଙ୍କ ମଧ୍ଯରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲା ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।
ଏବେ ମୁଁ ଖୁସୀ ଅଛି। ତୁମ୍ଭମାନେେ ଦୁଃଖୀ ହାଇେଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସି। ପରମେଶ୍ବରଙ୍କ ଇଚ୍ଛା ଅନୁଯାଯୀ ତୁମ୍ଭମାନେେ ଦୁଃଖି ହେଲ। ଅତଏବ ତୁମ୍ଭମାନେେ ଆମ୍ଭ ଦ୍ବାରା କୌଣସି ପ୍ରକା ରେ ଆଘାତ ପାଇ ନାହଁ।
ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।