Home Bibles ଲୂକଲିଖିତ ସୁସମାଚାର 18:34 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 18:34 · ଓଡ଼ିଆ ବାଇବେଲ

ପ୍ ରରେିତମାନେ ଏକଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସମାନେେ ବୁଝି ପାରିଲେ ନାହିଁ। ଏକଥାର ଅର୍ଥ ସମାନଙ୍କେ ପାଖ ରେ ଗୁପ୍ତ ରହିଲା।

Cross references

ମାର୍କଲିଖିତ ସୁସମାଚାର 9:32

ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ଯମାନେ ବୁଝି ପାରିଲେ ନାହିଁ। ସମାନେେ ତାହାଙ୍କୁ ଏହାର ଅର୍ଥ ପଚାରି ବୁଝିବାକୁ ଭୟ କଲେ।

ଲୂକଲିଖିତ ସୁସମାଚାର 2:50

କିନ୍ତୁ ସମାନେେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।

ଲୂକଲିଖିତ ସୁସମାଚାର 9:45

କିନ୍ତୁ ଶିଷ୍ଯମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସମାନଙ୍କେ ପ୍ରତି ଲୁକାଯିତ ଥିଲା। ତେଣୁ ସମାନେେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସମାନେେ ଯୀଶୁଙ୍କୁ ଏ ବିଷୟ ରେ ପଚାରିବାକୁ ସାହସ କଲେ ନାହିଁ।

ଲୂକଲିଖିତ ସୁସମାଚାର 24:25

ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।

ଲୂକଲିଖିତ ସୁସମାଚାର 24:45

ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।

ଯୋହନଲିଖିତ ସୁସମାଚାର 10:6

ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।

ଯୋହନଲିଖିତ ସୁସମାଚାର 12:16

ଯୀଶୁଙ୍କର ଶିଷ୍ଯମାନେ ସେତବେେଳେ ଏହି ଘଟଣାର ଅର୍ଥ ବୁଝିପାରି ନଥିଲେ। କିନ୍ତୁ ଯୀଶୁ ଯେତବେେଳେ ମହିମାନ୍ବିତ ହେଲେ ସେତବେେଳେ ସମାନେେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟ ରେ ଲଖାଯାେଇଥିଲା। ତା'ପରେ ଶିଷ୍ଯମାନେ ମନେ ପକାଇଲେ ଯେ ସମାନେେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।

ଯୋହନଲିଖିତ ସୁସମାଚାର 16:1

ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ବାସ ନଷ୍ଟ କରି ନପାରନ୍ତି।

Interlinear

Choose Theme