Home Bibles ଲୂକଲିଖିତ ସୁସମାଚାର 18:41 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 18:41 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?

Cross references

ପ୍ରଥମ ରାଜାବଳୀ 3:5

ଶଲୋମନ ଗିବିଯୋନ ରେ ଥିଲା ବେଳେ, ସଦାପ୍ରଭୁ ରାତ୍ରି ରେ ସ୍ବପ୍ନ ରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ବର ସ୍ବପ୍ନ ରେ କହିଲେ, ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦବୋ।

ମାଥିଉଲିଖିତ ସୁସମାଚାର 20:21

ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?

ରୋମୀୟଙ୍କ ପ୍ରତି ପତ୍ର 8:25

କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:6

କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।

Interlinear

Choose Theme