ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
Cross references
ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।
ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।
ବରଂ ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ପାଖକୁ ୟିବ। ସମାନେେ ହଜିଯାଇଥିବା ମଷେ ଭଳି।
ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।
ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।
ଯେଉଁମାନେ ହଜିଯାଇଛନ୍ତ ମନୁଷ୍ଯପୁତ୍ର ସମାନଙ୍କେୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।
ଯୀଶୁ ସମାନଙ୍କେୁ କହିଲେ, ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ରହିଛି।
ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଶ ହଟେି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସେ ଅନେଶ୍ବତ ମେଣ୍ଢାଙ୍କୁ ଏକୁଟିଆ ଛାଡିଦଇେ ହଜି ଯାଇଥିବା ମେଣ୍ଢାଟିକୁ ଖାଜେିବା ପାଇଁ ବାହାରିପଡିବ ଓ ତାକୁ ପାଇବା ପର୍ୟ୍ଯନ୍ତ ସେ ଖାଜେିବାକୁ ଲାଗିବ।
ମନକରେ ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସହେି ସ୍ତ୍ରୀଲୋକଟି ଆଲୁଅ ଲଗଇେ ଘର ସାରା ଭଲ କରି ଓଳଇେ ପକଇବେ ଓ ରୂପା ମୁଦ୍ରାଟି ନ ପାଇବା ପର୍ୟ୍ଯନ୍ତ ଚାରିଆଡେ ଖାଜେିବ।
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'
ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।