Home Bibles ଲୂକଲିଖିତ ସୁସମାଚାର 19:15 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 19:15 · ଓଡ଼ିଆ ବାଇବେଲ

ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'

Cross references

ଗୀତସଂହିତା 2:4

କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।

ମାଥିଉଲିଖିତ ସୁସମାଚାର 18:23

ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।

ମାଥିଉଲିଖିତ ସୁସମାଚାର 25:19

ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।

ଲୂକଲିଖିତ ସୁସମାଚାର 12:48

କିନ୍ତୁ ଯେଉଁ ସବେକ ନିଜ ମାଲିକଙ୍କ ଇଚ୍ଛା ବିଷୟ ରେ କିଛି ଜାଣି ନଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତବେେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ଯ ବିଷୟ ରେ ଜାଣିଥିବା ଚାକର ଅପେକ୍ଷା କମ୍ ଦଣ୍ଡ ଦିଆୟିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାଯୀ ହବେ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତାଠାରୁ ବହୁତ ଅଧିକ ଆଶା କରାୟିବ।

ଲୂକଲିଖିତ ସୁସମାଚାର 16:2

ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, ମୁଁ ତୁମ୍ଭ ବିରୁଦ୍ଧ ରେ ଅନକେ କଥା ଶୁଣୁଛି। ତୁମ୍ଭେ ଯାହା ସବୁ କରିଛ, ତାର ହିସାବ ମାେତେ ଦିଅ। ଏଣିକି ତୁମ୍ଭେ ଆଉ ମାରେ ଗୁମାସ୍ତା ହାଇେ ପାରିବନାହିଁ।'

ରୋମୀୟଙ୍କ ପ୍ରତି ପତ୍ର 14:10

ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:1

ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।

Interlinear

Choose Theme