ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'
Cross references
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭମାନେେ ତୁମ୍ଭ ନାମକୁ ସମ୍ମାନ ଦବୋ ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁଁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ।
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ମୁଁ ଆଜି ଏହା ହାଇପୋରିଛି। ମାେ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହାଇେ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ ରରେିତଙ୍କ ତୁଳନା ରେ କଠାେର ପରିଶ୍ରମ କରିଛି। ମୁଁ ପ୍ରକୃତ ରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଏହା କରିପାରିଛି।
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।
ଜଣେ ଲୋକ କହିପା ରେ, ତୁମ୍ଭ ପାଖ ରେ ବିଶ୍ବାସ ଅଛି, ପୁଣି ମାେ ପାଖ ରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ବାସ ମାେତେ ଦଖାେଅ, ଆଉ ମୁଁ ମାେ କର୍ମଗୁଡ଼ିକ ଦ୍ବାରା ମାେ ବିଶ୍ବାସ ତୁମ୍ଭକୁ ଦଖାଇବେି।