Home Bibles ☰ Books ଲୂକଲିଖିତ ସୁସମାଚାର 19:24 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 19:24 · ଓଡ଼ିଆ ବାଇବେଲ

ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।

Cross references

ଲୂକଲିଖିତ ସୁସମାଚାର 12:20

କିନ୍ତୁ ପରମେଶ୍ବର ତାହାକୁ କହିଲେ, 'ଆ ରେ ନିର୍ବୋଧ ମନୁଷ୍ଯ! ଆଜି ରାତି ରେ ତୁ ମରିୟିବୁ। ତୁ ଯେଉଁ ପଦାର୍ଥତକ ତୋ ପାଇଁ ସାଇତି କରି ରଖିଛୁ, ତାହା କ'ଣ ହବେ? ସେ ସବୁ କିଏ ଭୋଗ କରିବ?'

ଲୂକଲିଖିତ ସୁସମାଚାର 16:2

ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, ମୁଁ ତୁମ୍ଭ ବିରୁଦ୍ଧ ରେ ଅନକେ କଥା ଶୁଣୁଛି। ତୁମ୍ଭେ ଯାହା ସବୁ କରିଛ, ତାର ହିସାବ ମାେତେ ଦିଅ। ଏଣିକି ତୁମ୍ଭେ ଆଉ ମାରେ ଗୁମାସ୍ତା ହାଇେ ପାରିବନାହିଁ।'

Interlinear

Choose Theme