ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
Cross references
ସେତବେେଳେ ସଦାପ୍ରଭୁଙ୍କର ଦୁଇ ପଦ ୟିରୁଶାଲମର ପୂର୍ବ ଦିଗ ରେ ଥିବା ଅଲିଭ ପର୍ବତ ଉପ ରେ ଠିଆ ହବେ। ସହେି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହବେ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହାଇେ ବିସ୍ତୃତ ହବେ।
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।
ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମର ନିକଟବର୍ତ୍ତୀ ହେଲେ। ସମାନେେ ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ସହର ରେ ପହନ୍ଚିଲେ। ଯୀଶୁ ନିଜ ଶିଷ୍ଯମାନଙ୍କ ଭିତରୁ ଦୁଇ ଜଣକୁ ଏହା କହି ପଠାଇଲେ,
ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।
ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।
ତହିଁ ଆରଦିନ ଲୋକମାନେ ୟିରୂଶାଲମ ରେ ଶୁଣିଲେ ଯେ, ଯୀଶୁ ସଠାେକୁ ଆସୁଛନ୍ତି। ଏହି ଲୋକମାନେ ଅନକେ ସଂଖ୍ଯା ରେ ନିସ୍ତାରପର୍ବ ପାଇଁ ଆସିଥିଲେ।
ତା'ପରେ ପ୍ ରରେିତମାନେ ଜୀତ ନାମକ ପର୍ବତରୁ ୟିରୂଶାଲମ ଫରେି ଆସିଲେ। ଏହି ପର୍ବତ ୟିରୂଶାଲମଠାରୁ ପ୍ରାୟ ଦୁଇ କି ଲୋମିଟର ଦୂର।