ଲୂକଲିଖିତ ସୁସମାଚାର 19:36 · ଓଡ଼ିଆ ବାଇବେଲ
ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
Cross references
ଦିତୀୟ ରାଜାବଳୀ 9:13
ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶିଘ୍ର ଆପଣା ଆପଣା କୋଟ ନଇେ ସୋପାନ ଉପରେ ଯହେୂଙ୍କ ସମ୍ମୁଖ ରେ ରଖିଲେ। ତା'ପରେ ସମାନେେ ତୂରୀ ବଜାଇ ଘାଷେଣା କଲେ, ଯହେୂ ରାଜା ହେଲେ।
ମାଥିଉଲିଖିତ ସୁସମାଚାର 21:8
ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।