Home Bibles ଲୂକଲିଖିତ ସୁସମାଚାର 19:40 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 19:40 · ଓଡ଼ିଆ ବାଇବେଲ

କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।

Cross references

ଗୀତସଂହିତା 96:11

ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।

ଗୀତସଂହିତା 98:7

ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।

ଗୀତସଂହିତା 114:1

ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।

ଯିଶାଇୟ 55:12

ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।

ହବକକୂକ 2:11

ତୁମ୍ଭ କାନ୍ଥ ରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧ ରେ କଥା କହିବ। ଏପରିକି ତୁମ୍ଭ ଛାତ ରେ ଲାଗିଥିବା କାଠର ବର୍ଗାଗୁଡିକ ତୁମ୍ଭେ ଭୂଲ୍ ବୋଲି ରାଜି ହବେ।

ମାଥିଉଲିଖିତ ସୁସମାଚାର 3:9

ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

ମାଥିଉଲିଖିତ ସୁସମାଚାର 21:15

ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

ମାଥିଉଲିଖିତ ସୁସମାଚାର 27:45

ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।

ମାଥିଉଲିଖିତ ସୁସମାଚାର 27:51

ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,

ପିତରଙ୍କ ଦିତୀୟ ପତ୍ର 2:6

ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।

Interlinear

Choose Theme