ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।
Cross references
ତା'ପରେ ପରମେଶ୍ବର କହିଲେ, ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବୁ! ଆମ୍ଭେ ଯେ ତୁମ୍ଭକୁ ପ୍ ରରଣେ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭମାନେେ ଏହି ପର୍ବତ ରେ ପରମେଶ୍ବରଙ୍କର ଉପାସନା କରିବ।
ପକ୍ସ୍ଟଣି ତୁମ୍ଭର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତକ୍ସ୍ଟମ୍ଭ ପାଇଁ ଚିହ୍ନ ସ୍ବରୂପ ହବେ। ସେ ଦକ୍ସ୍ଟ ହେଁ ଏକ ଦିନ ରେ ମରିବେ।
ଆଜି ତୁମ୍ଭେ ମାେତେ ଏଠି ଛାଡି ଗଲାପରେ ବିନ୍ଯାମୀନ ସୀମାର ସେଲଠା ରେ ରାହେଲ କବର ନିକଟରେ ଦକ୍ସ୍ଟଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦକ୍ସ୍ଟଇଜଣ ତୁମ୍ଭକୁ କହିବେ, 'ତୁମ୍ଭେ ଯେଉଁ ଗଧମାନଙ୍କୁ ଖାଜେକ୍ସ୍ଟଥିଲ, ସମାନେେ ମିଳିଛନ୍ତି। ତକ୍ସ୍ଟମ୍ଭ ବାପା ଗଧମାନଙ୍କ ପାଇଁ ବ୍ଯସ୍ତ ନିହଁନ୍ତି ବରଂ ତକ୍ସ୍ଟମ୍ଭପାଇଁ ଅଟନ୍ତି ଓ କହନ୍ତି, ମାେ ପକ୍ସ୍ଟଅ ପାଇଁ ମୁ କ'ଣ କରିବି।'
ହେ ହିଜକିଯ, ଏହା ତୁମ୍ଭ ପ୍ରତି ମାରେ ସାହାୟ୍ଯର ଚିହ୍ନ ହବେ। ଏହି ବର୍ଷ ତୁମ୍ଭମାନେେ ସ୍ବଯଂ କ୍ଷତେ ରେ ବଢିଥିବା ଶସ୍ଯ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ଯ କାଟିବ ଓ ତୁମ୍ଭ ଦ୍ବାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ।
ହିଜକିଯ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମାେତେ ଆରୋଗ୍ୟ କରିବେ ଓ ତୃତୀୟ ଦିନ ରେ ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି, ଏହାର କି ସୂଚନା ଅଛି?
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ସସ କହିଲଲ, ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।
ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ବାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହାଇେଅଛି ?