Home Bibles ☰ Books ଲୂକଲିଖିତ ସୁସମାଚାର 2:18 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 2:18 · ଓଡ଼ିଆ ବାଇବେଲ

ମଷେପାଳକମାନେ ଯାହା କହିଲେ ତାହା ଶୁଣି, ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।

Cross references

ଯିଶାଇୟ 8:18

ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'

ଲୂକଲିଖିତ ସୁସମାଚାର 1:65

ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ୟିହୂଦାର ସମସ୍ତ ପାହାଡିଆ ପ୍ରଦେଶ ରେ ଲୋକେ ଏହି ସବୁ ଘଟଣା ବିଷୟ ରେ ଚର୍ଚ୍ଚା କରିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 2:33

ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।

ଲୂକଲିଖିତ ସୁସମାଚାର 2:47

ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡିକ ଶୁଣି ସମାନେେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ।

ଲୂକଲିଖିତ ସୁସମାଚାର 4:36

ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କୁହାକୁହି ହେଲେ, ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।

ଲୂକଲିଖିତ ସୁସମାଚାର 5:9

ଶିମାନେ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡିଯାଇ କହିଲେ, ହେ ପ୍ରଭୁ! ତୁମ୍ଭେ ମାେ ପାଖରୁ ଚାଲିଯାଅ। ମୁଁ ଜଣେ ପାପୀ ମଣିଷ।

Interlinear

Choose Theme