Home Bibles ଲୂକଲିଖିତ ସୁସମାଚାର 2:20 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 2:20 · ଓଡ଼ିଆ ବାଇବେଲ

ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।

Cross references

ପ୍ରଥମ ବଂଶାବଳୀ 29:10

ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

ଗୀତସଂହିତା 72:17

ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

ଗୀତସଂହିତା 106:48

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 107:8

ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

ଗୀତସଂହିତା 107:15

ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।

ଗୀତସଂହିତା 107:21

ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

ଯିଶାଇୟ 29:19

ସଦାପ୍ରଭୁଙ୍କଠା ରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧିଅରେ ଦରିଦ୍ରମାନେ ଇଶ୍ରାୟେଲର ଧର୍ମ ସ୍ବରୂପଙ୍କଠା ରେ ଉଲ୍ଲାସ କରିବେ।

ମାଥିଉଲିଖିତ ସୁସମାଚାର 9:8

ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।

ଲୂକଲିଖିତ ସୁସମାଚାର 18:43

ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫରେିପାଇଲା। ସେ ପରମେଶ୍ବରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ବରଙ୍କୁ ସ୍ତୃତିଗାନ କଲେ।

ଲୂକଲିଖିତ ସୁସମାଚାର 19:37

ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 2:46

ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:18

ଯିହୂଦୀୟ ବିଶ୍ବାସୀମାନେ ଏକଥା ଶୁଣି ଆଉ ୟୁକ୍ତିତର୍କ କଲେ ନାହିଁ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ, ପୁଣି କହିଲେ, ଏହାର ଅର୍ଥ ଯେ, ପରମେଶ୍ବର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ଯ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହବୋ ନିମନ୍ତେ ସୁ ଯୋଗ ଦଇେଛନ୍ତି।

Interlinear

Choose Theme