Home Bibles ☰ Books ଲୂକଲିଖିତ ସୁସମାଚାର 2:46 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 2:46 · ଓଡ଼ିଆ ବାଇବେଲ

ତିନିଦିନ ପରେ ସମାନେେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତ ରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସମାନଙ୍କେ କଥା ଶୁଣୁଥିଲେ ଓ ସମାନଙ୍କେୁ ପ୍ରଶ୍ନ ସବୁ ପଚାରୁଥିଲେ।

Cross references

ପ୍ରଥମ ରାଜାବଳୀ 12:5

ରିହବିଯାମ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏବେ ୟାଅ, ତିନିଦିନ ପରେ ମାେ ନିକଟକୁ ଆସ, ମୁଁ କହିବି। ତେଣୁ ଲୋକମାନେ ଗ୍ଭଲିଗଲେ।

ପ୍ରଥମ ରାଜାବଳୀ 12:12

ରିହବିଯାମଙ୍କ କହିବାନୁସା ରେ, ତିନିଦିନ ପରେ ୟାରବିଯାମ ଓ ଇଶ୍ରାୟେଲର ସମସ୍ତ ଲୋକ ତାଙ୍କ ନିକଟରେ ପହନ୍ଚିଲେ।

ଯିଶାଇୟ 49:1

ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।

ଯିଶାଇୟ 50:4

ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

ମାଥିଉଲିଖିତ ସୁସମାଚାର 12:40

ୟୁନସ ସମୁଦ୍ରର ଗୋଟିଏ ବଡ଼ ମାଛ ପଟେ ରେ ତିନିଦିନ ଓ ତିନିରାତି ଥିଲେ। ସହେିପରି ମନୁଷ୍ଯପୁତ୍ର ତିନିଦିନ ଓ ତିନିରାତି କବର ଭିତ ରେ ରହିବେ।

ମାଥିଉଲିଖିତ ସୁସମାଚାର 16:21

ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।

ମାଥିଉଲିଖିତ ସୁସମାଚାର 27:63

ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'

ଲୂକଲିଖିତ ସୁସମାଚାର 2:44

ଦଳ ଭିତ ରେ ପୁଅ ଅଛି ଭାବି ୟୋ ସଫେ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସମାନେେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତ ରେ ଯୀଶୁଙ୍କୁ ଖାଜେିଲେ।

ଲୂକଲିଖିତ ସୁସମାଚାର 5:17

ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସଠାେରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ଯ ବସିଥଲେ। ସମାନେେ ଗାଲିଲୀର ପ୍ରେତ୍ୟକକ ନଗରରୁ, ୟିହୂଦା ତଥା ୟିରୁଶାଲମରୁ ଆସିଥି ରେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦବୋପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:34

କିନ୍ତୁ ସହେି ସଭା ରେ ଆଇନ ଶିକ୍ଷକ ଗମଲୀଯଲେ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହାଇେ ପ୍ ରରେିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ୟିବାପାଇଁ ଆଦେଶ ଦେଲେ।

Interlinear

Choose Theme