Home Bibles ଲୂକଲିଖିତ ସୁସମାଚାର 2:51 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 2:51 · ଓଡ଼ିଆ ବାଇବେଲ

ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।

Cross references

ଆଦି ପୁସ୍ତକ 37:11

ଯୋଷଫେର ଭାଇମାନେ ତାଙ୍କ ପ୍ରତି ବହୁତ ଇର୍ଷାପରାଯଣ ହେଲେ। କିନ୍ତୁ ଯୋଷଫେର ପିତା ଏକଥାକୁ ଗଭୀର ଭାବରେ ଚିନ୍ତା କଲେ, ଏହାର ଅର୍ଥ କ'ଣ ହାଇପୋ ରେ।

ଦାନିଏଲ 7:28

ଏହିଠା ରେ ମାରେ ସ୍ବପ୍ନ ଶଷେ ହେଲା। ମୁଁ ଦାନିୟେଲ ମାରେ ଭାବନା ମାେତେ ଉଦ୍ବିଗ୍ନ କଲା ଓ ମାରେ ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗ ରେ କହି ପାରିଲି ନାହିଁ।

ମାଥିଉଲିଖିତ ସୁସମାଚାର 3:15

ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

ମାର୍କଲିଖିତ ସୁସମାଚାର 6:3

ଏ କ'ଣ ସହେି ବଢଇେ ନୁହଁନ୍ତି? ଏ କ'ଣ ମରିୟମଙ୍କ ପୁଅ, ଆଉ ଯାକୁବ, ୟୋସି, ୟିହୂଦା ଓ ଶିମାନଙ୍କେ ଭାଇ ନୁହଁନ୍ତି? ତାହାଙ୍କର ଭଉଣୀମାନେ କ'ଣ ଏଠା ରେ ଆମ୍ଭ ସହିତ ନାହାଁନ୍ତି? ତେଣୁ ଯୀଶୁଙ୍କୁ ସ୍ବୀକାର କରିବା ରେ ଏହି ଲୋକମାନେ ବାଧା ପାଇଲେ।

ଲୂକଲିଖିତ ସୁସମାଚାର 2:19

କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 2:39

ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।

ଲୂକଲିଖିତ ସୁସମାଚାର 18:37

ଲୋକମାନେ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦଇେ ଯାଉଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:21

ପରସ୍ପର ପ୍ରତି ବାଧ୍ଯ ହବୋ ପାଇଁ ଇଚ୍ଛୁକ ହୁଅ। ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।

ଏଫିସୀୟଙ୍କ ପ୍ରତି ପତ୍ର 6:1

ହେ ସନ୍ତାନଗଣ ! ପ୍ରଭୁଙ୍କ ଇଚ୍ଛାନୁସା ରେ ମାତା ପିତାଙ୍କ କଥାର ବାଧ୍ଯ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।

ପିତରଙ୍କ ପ୍ରଥମ ପତ୍ 2:21

ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।

Interlinear

Choose Theme