ଲୂକଲିଖିତ ସୁସମାଚାର 2:6 · ଓଡ଼ିଆ ବାଇବେଲ
ୟୋ ସଫେ ଓ ମରିୟମ ବେଥ୍ଲହେିମ ରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।
Cross references
ଗୀତସଂହିତା 33:11
କିନ୍ତୁ ଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମଯ ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
ହିତୋପଦେଶ 19:21
ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।
ମୀଖା 5:2
କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।
ଲୂକଲିଖିତ ସୁସମାଚାର 1:57
ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହବୋରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:1
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।