ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।
Cross references
ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।
ଏବଂ ତୁମ୍ଭମାନେେ କହୁଛ ଯେ 'ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହାଇେଥାଆନ୍ତୁ, ତବେେ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦବୋ ପାଇଁ ଆମ୍ଭେ କବେେ ହେଲେ ସାହାୟ୍ଯ କରି ନଥାନ୍ତୁ।'
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।