Home Bibles ☰ Books ଲୂକଲିଖିତ ସୁସମାଚାର 20:12 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 20:12 · ଓଡ଼ିଆ ବାଇବେଲ

ତେଣୁ ଜମିମାଲିକ ପୁଣି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।

Cross references

ଲୂକଲିଖିତ ସୁସମାଚାର 16:7

ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଚାରିଲେ, 'ତୁମ୍ଭର କେତେ ଋଣ ପରିଶାଧେ କରିବାକୁ ଅଛି?' ଖାତକଟି କହିଲା, 'ଶ ହେ ଭରଣ ଗହମ', ଗୁମାସ୍ତା ତାହାଙ୍କୁ କହିଲେ, 'ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।'

Interlinear

Choose Theme