Home Bibles ☰ Books ଲୂକଲିଖିତ ସୁସମାଚାର 20:3 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 20:3 · ଓଡ଼ିଆ ବାଇବେଲ

ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ମାେତେ କୁହ:

Cross references

ମାଥିଉଲିଖିତ ସୁସମାଚାର 15:2

ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।

ଲୂକଲିଖିତ ସୁସମାଚାର 22:68

ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଚା ରେ, ତବେେ ତୁମ୍ଭମାନେେ ତା'ର ଉତ୍ତର ଦବନୋହିଁ।

କଲସୀୟଙ୍କ ପ୍ରତି ପତ୍ର 4:6

କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।

Interlinear

Choose Theme