Home Bibles ଲୂକଲିଖିତ ସୁସମାଚାର 20:33 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 20:33 · ଓଡ଼ିଆ ବାଇବେଲ

ସାତ ଭାଇଯାକ ତାକୁ ବିବାହ କରିଥିଲେ। ତବେେ ଯେତବେେଳେ ଲୋକେ ମୃତ୍ଯୁରୁ ପୁଣି ଜୀବନ ନପାଇ ଉଠିବେ, ସେତବେେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହବେ?

Cross references

ମାଥିଉଲିଖିତ ସୁସମାଚାର 22:24

ସମାନେେ କହିଲେ, ହେ ଗୁରୁ, ମାଶାେ ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନଥାଇ ମରିଯାଏ, ତବେେ ତାର ଭାଇ ତାର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସମାନେେ ସନ୍ତାନ ଜନ୍ମ କରିବେ।

ମାର୍କଲିଖିତ ସୁସମାଚାର 12:19

ସମାନେେ କହିଲେ, ଗୁରୁ, ମାଶାେ ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନଥାଇ ମରି ଯାଏ, ତବେେ ତା'ର ଭାଇର ସହେି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା' ହେଲେ ସହେି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରିପାରିବ।

Interlinear

Choose Theme